Ganjam district has secured the first position in the country in the field of water conservation and management.

ଓଡ଼ିଶା ପାଇଁ ଗୌରବ ଆଣିଛି ଗଞ୍ଜାମ ଜିଲ୍ଲା । ଜଳ ସଂରକ୍ଷଣ ଓ ପରିଚାଳନା କ୍ଷେତ୍ରରେ ଦେଶରେ ଗଞ୍ଜାମ ଜିଲ୍ଲା ପ୍ରଥମ ସ୍ଥାନ ହାସଲ କରିଛି । ଚତୁର୍ଥ ଜାତୀୟ ଜଳ ପୁରସ୍କାର ୨୦୨୨ ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ଜଳ ସମ୍ପଦ ସଂରକ୍ଷଣ ଏବଂ ପରିଚାଳନାକୁ ନେଇ ବିଭିନ୍ନ ପୁରସ୍କାର ଘୋଷଣା କରିଛନ୍ତି । ଏଥିରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ଶ୍ରେଷ୍ଠ ଜିଲ୍ଲା ବର୍ଗରେ ପ୍ରଥମ ସ୍ଥାନ ହାସଲ କରିଛି । ଏନେଇ ବିଭାଗୀୟ ମନ୍ତ୍ରାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଚିଠି ମାଧ୍ୟମରେ ଅବଗତ କରାଯାଇଛି । ଏହାସହ ଏହି ଉଦ୍ୟମ ପାଇଁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରାଯିବା ସହ ପରବର୍ତ୍ତୀ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ପଠାଯିବ ବୋଲି ଚିଠିରେ କୁହାଯାଇଛି।

Spread the love