Dharmendra Pradhan

ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀ ସ୍ଥିତ ନିଜ ସରକାରୀ ବାସଭବନ ପ୍ରାଙ୍ଗଣରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ପରିବାର ସଦସ୍ୟ ଏବଂ ଦେଶର ଯବାନଙ୍କ ସହ ଶ୍ରୀ ପ୍ରଧାନ ଆଜିର ଦିବସକୁ ପାଳନ କରିଛନ୍ତି । ଦେଶବାସୀଙ୍କୁ ୭୬ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସେ କହିଛନ୍ତି ଆମର ତ୍ରିରଙ୍ଗା ସର୍ବଦା ଉଚ୍ଚରେ ଉଡ଼ୁ ।

ଅମୃତ କାଳରେ ସବୁ ସୁଯୋଗକୁ ହାତେଇବା ସହ ବିକଶିତ ଭାରତ ପାଇଁ ସମସ୍ତେ ନିଜ ସମ୍ଭାବ୍ୟ ଉପାୟରେ ସବୁ ପ୍ରକାର ଉଦ୍ୟମ କରିବାକୁ ଦେଶବାସୀଙ୍କୁ ଟ୍ୱିଟ୍ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି ।

Spread the love