Today Holy Dolapurnima festival observe in Puri Srimandira

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୂଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମୁକ୍ତି ମିଳିଥାଏ ବୋଲି ବିଶ୍ବାସ ରହିଛି । କାରଣ ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳ ପୂର୍ଣ୍ଣିମା । ଫାଲଗୁନ ଶୁକ୍ଲ ଦଶମୀରୁ ଚୈତ୍ର ଶୁକ୍ଲ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ ।

Spread the love