Today Viswakarma puja

ଆଜି ପବିତ୍ର ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ୨ ବର୍ଷ ଧରି କୋଭିଡ୍ କଟକଣା ଯୋଗୁଁ ଧୁମ୍ ଧାମ୍ ରେ ପୂଜା ହୋଇପାରିନଥିବା ବେଳେ ଏଥର ବେଶ୍ ଜାକଜକମରେ ବିଶ୍ବକର୍ମା ପୂଜା ହେଉଛି । ବିଶେଷ କରି ଶିଳ୍ପ କାରଖାନା ମାନଙ୍କରେ ବିଶ୍ୱକର୍ମାଙ୍କ ପୂଜା ପାଳନ କରାଯାଉଛି । ସେହିପରି ଆଜି ପବିତ୍ର ମୂଳାଷ୍ଟମୀ । ଆଜିଠାରୁ ଜଗତସିଂହପୁରର ଅଧିଷ୍ଠାତ୍ରୀ ଦେଦୀ ମା’ ଝଙ୍କଡ଼ ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା ।

Spread the love