Biswabhushan Harichadan appointed as new Governor of Chhattisgarh

ବିଶ୍ୱଭୂଷଣ ହରିଚନ୍ଦନ ଛତିଶଗଡର ନୂଆ ରାଜ୍ୟପାଳ ନିଯୁକ୍ତ । ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ସ୍ୱୀକାର କରିନେବା ସହ ଝାଡଖଣ୍ଡର ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ।

Spread the love