Dharmendra Pradhan

“ବିଭାଜନ ବିଭୀଷିକା ସ୍ମୃତି ଦିବସ” ଅବସରରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବା ଅବସରରେ ଶ୍ରୀ ପ୍ରଧାନ ଏହା କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଯେଉଁ ମାନଙ୍କର ତ୍ୟାଗ ତପସ୍ୟା ବଳରେ ଆମକୁ ସ୍ୱତନ୍ତ୍ରତା ଆମକୁ ମିଳିଲା ସେମାନଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଇତିହାସ ପୃଷ୍ଠାରୁ ବଞ୍ଚିତ କରି ଦିଆଗଲା । ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତ, ବୈଷ୍ଣବ ଚରଣ ପଟ୍ଟନାୟକ, ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, ଲକ୍ଷ୍ମଣ ନାୟକ, ଚକରା ବିଶୋଇ, ଡୋରା ବିଶୋଇ, ମାଧୋ ସିଂହ, ଓଡିଶାର ଜାଲିଆନାଓ୍ୱାଲା ବାଗ ଆମକୋ ସିମକୋ ଗୁଳିକାଣ୍ଡ, ବିପ୍ଳବୀ ନିର୍ମଳ ମୁଣ୍ଡାଙ୍କ ଭଳି ସ୍ୱାଧୀନତା ସଂଗ୍ରାମୀଙ୍କୁ ଇତିହାସ ପୃଷ୍ଠାରେ ସଗୌରବେ ଲିପିବଦ୍ଧ କରିବା ପାଇଁ ମୋଦି ସରକାର ଅଣ୍ଟା ଭିଡ଼ିଛନ୍ତି । ତେଣୁ ମୋଦି ସରକାର ଇତିହାସକୁ ପୁନଃରଚନା କରିବାରେ ଲାଗିନାହାନ୍ତି ବରଂ ଇତିହାସ ପୃଷ୍ଠାରେ ଅଜଣା ନାୟକଙ୍କୁ ଇତିହାସ ପୃଷ୍ଠାରେ ସ୍ଥାନ ଦେବା ଦିଗରେ କାର୍ଯ୍ୟ କରୁଛନ୍ତି ।

Spread the love