Biju Patnaik State Police Academy Receives Union Home Minister’s Trophy

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମିକୁ ଦେଶର ଶ୍ରେଷ୍ଠ ପୋଲିସ ତାଲିମ କେନ୍ଦ୍ର ପୁରସ୍କାର ପ୍ରଦାନ । ନୂଆଦିଲ୍ଲୀଠାରେ ଅନୁଷ୍ଠିତ ବ୍ୟୁରୋ ଅଫ୍ ପୋଲିସ୍ ରିସର୍ଚ୍ଚ ଆଣ୍ଡ୍‌ ଡେଭେଲପ୍‌ମେଣ୍ଟର ୫୨ତମ ପ୍ରତିଷ୍ଠା ଦିବସ ଅବସରରେ ବିପିଏସ୍‌ପିଏକୁ ଏହି ସମ୍ବର୍ଦ୍ଧନା ମିଳିଛି । କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା ବିପିଏସ୍‌ପିଏର ଅତିରିକ୍ତ ଡିଜି ଅରୁଣ କୁମାର ଷଡ଼ଙ୍ଗୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଟ୍ରଫି ପ୍ରଦାନ କରିଛନ୍ତି । ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମି ୨୦୨୦-୨୦୨୧ ବର୍ଷ ପାଇଁ ଗେଜେଟେଡ୍ ଅଫିସର୍ ବର୍ଗ ପାଇଁ ସମସ୍ତ ରାଜ୍ୟ ମଧ୍ୟରେ ସର୍ବଶ୍ରେଷ୍ଠ ପୋଲିସ୍ ତାଲିମ କେନ୍ଦ୍ର ଭାବରେ ବିବେଚିତ ହୋଇଥିଲା ।

Spread the love