କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ‘ତୃତୀୟ ଅଡିଟ୍ ଦିବସ ସମାରୋହ’ ଅବସରରେ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ସମ୍ମାନିତ କରୁଥିବାର ଏକ ଫଟୋ ସେୟାର୍ କରିଛନ୍ତି। ଶ୍ରୀ ପ୍ରଧାନ ଖୁସି ବ୍ୟକ୍ତ କରି କହିଛନ୍ତି ଯେ ଓଡ଼ିଶାର ଦୁଇ ଜଣ ସୁଯୋଗ୍ୟ ସନ୍ତାନ ଭାରତର ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଭାରତର ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କ ପାଇଁ ଓଡ଼ିଆ ଭାବେ ଆମେ ଗର୍ବିତ। ଏହା ଆମର ଗଣତନ୍ତ୍ର, ଜନଜାତି ଓ ବଞ୍ଚିତ ବର୍ଗଙ୍କ ପ୍ରତି ବଡ଼ ସମ୍ମାନ। ଏହି ଦୁଇ ବ୍ୟକ୍ତିବିଶେଷ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନର ଅନନ୍ୟ ପରିଚୟ।

Spread the love