IAF Suryakiran Airshow In Bhubaneswar

ଭୁବନେଶ୍ୱର ଆକାଶମାର୍ଗରେ ‘ସୂର୍ଯ୍ୟକିରଣ’ଏୟାର ଶୋ’ର ଦମଦାର ପ୍ରଦର୍ଶନ । ପୂର୍ବାହ୍ନ ୧୦ଟା ପରେ ରାଜଧାନୀ ଆକାଶରେ ଦେଖିବାକୁ ମିଳିଥିଲା ବାୟୁସେନାର ଚିତ୍ତାକର୍ଷକ ଶୋ’ । ୯ଟି ହକ୍ ବିମାନରେ ଭଳିକି ଭଳି ଦୁଃସାହସିକ କ୍ରୀଡ଼ା କୌଶଳ ଦେଖାଇଲେ ବାୟୁ ବୀର । ଏଥିପାଇଁ ବାୟୁସେନା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ରାଜ୍ୟପାଳ ଗଣେଶ ଲାଲ ବାୟୁସେନାର ଏହି ଚିତ୍ତାକର୍ଷକ ଶୋ’ଦେଖିବାକୁ କୁଆଖାଇ ବାଲିଯାତ୍ରା ପଡ଼ିଆରେ ଉପସ୍ଥିତ ଥିଲେ ।

Spread the love