ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ଯ କରାଯାଇଛି। ସମ୍ବଲପୁର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମାନଙ୍କ ଦ୍ବାରା ଲଗ୍ନ ଧାଯ୍ୟ ହୋଇଛି। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀତିଥି ସେପ୍ଟେମ୍ବର ୧ତାରିଖରେ ତୁଳାଲଗ୍ନରେ ସକାଳ ୧୦.୪୭ରୁ ୧୧ ଟା ମଧ୍ୟରେ ମିନିଟରେ ମା ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗିହେବ। ଏହି ଲଗ୍ନ ଅନୁସାର ପଶ୍ଚିମ ଓଡିଶା ବାସୀ ନୂଆ ଖାଇବେ ।

2 Recent Comments
24 Feb, 2023 at 3:12 PM |
I agree with your point of view, your article has given me a lot of help and benefited me a lot. Thanks. Hope you continue to write such excellent articles.
08 Mar, 2023 at 2:05 PM |
I have read your article carefully and I agree with you very much. This has provided a great help for my thesis writing, and I will seriously improve it. However, I don’t know much about a certain place. Can you help me?